କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 1:1

1ଯୀଶୁ ଖ୍ରୀଷ୍ଟଙ୍କ ଜଣେ ପ୍ରେରିତ ପାଉଲଙ୍କର ନମସ୍କାର। ପରମେଶ୍ୱରଙ୍କ ଇଚ୍ଛାରେ ମୁଁ ଜଣେ ପ୍ରେରିତ ହୋଇଛି। ଆମ୍ଭ ଭାଇ ତୀମଥି ମଧ୍ୟ ତୁମ୍ଭମାନଙ୍କୁ ଶୁଭେଚ୍ଛା ଜଣାନ୍ତି। କରିନ୍ଥୀଠାରେ ଥିବା ପରମେଶ୍ୱରଙ୍କ ମଣ୍ଡଳୀ ଓ ସମଗ୍ର ଆଖାୟା ପ୍ରଦେଶର ପରମେଶ୍ୱରଙ୍କ ସମସ୍ତ ପବିତ୍ର ଲୋକଙ୍କ ନିକଟକୁ ପତ୍ର।

Share this Verse:

FREE!

One App.
1002 Languages.

Learn More