କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 1:12
12 ପୁଣି ଆମ୍ଭେ ସମ୍ପୂର୍ଣ୍ଣ ହୃଦୟର ସହ କହିପାରୁ ଯେ, ଏହି ଜଗତରେ ଆମ୍ଭେ ଯାହାକିଛି କରୁଛୁ, ତାହା ସବୁ ଆମ୍ଭେ ପରମେଶ୍ୱରଙ୍କଠାରୁ ପାଇଥିବା ଶୁଦ୍ଧ ଓ ଅକପଟ ହୃଦୟରେ କହୁଛୁ। ଏଥିପାଇଁ ଆମ୍ଭେ ଗର୍ବିତ। ଏହା ତୁମ୍ଭମାନଙ୍କ ପାଇଁ କରା ଯାଇଥିବା କାର୍ଯ୍ୟ ଦୃଷ୍ଟିରୁ ଏହା ଅଧିକ ସତ୍ୟ। କାରଣ ଆମ୍ଭେ ଏହା ଜାଗତିକ ଜ୍ଞାନରେ ନୁହେଁ ମାତ୍ର ପରମେଶ୍ୱରଙ୍କ କୃପାରୁ କରୁଛୁ।
Oriya - 1997 Edition Bible
brought to you by
© 1997 World Bible Translation Center
Get the App!
Download the FREE Bible.is app for your iPhone, iPad, or Android device.
View in theApp Store