କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 1:14

14ଯେପରିକି ତୁମ୍ଭେମାନେ ଆମ୍ଭ ବିଷୟରେ କିଛି କଥା ଆଗରୁ ବୁଝି ସାରିଛ, ସେଥିପାଇଁ ଆମ୍ଭେ ଆଶା କରୁ ଯେ, ତୁମ୍ଭେମାନେ ବର୍ତ୍ତମାନ ସମ୍ପୂର୍ଣ୍ଣ ଭାବରେ ବୁଝି ପାରିବ। ତୁମ୍ଭେମାନେ ଏ କଥା ବୁଝି ପାରିବ ଯେ, ଯେପରି ବର୍ତ୍ତମାନ ତୁମ୍ଭେ ଆମ୍ଭ ପାଇଁ ଗର୍ବ କରୁଛ, ସେହିପରି ଆମ୍ଭ ପ୍ରଭୁ ଯୀଶୁ ଆସିବା ଦିନ, ଆମ୍ଭେମାନେ ତୁମ୍ଭମାନଙ୍କ ପାଇଁ ଗର୍ବ କରି ପାରିବୁ।

Share this Verse:

FREE!

One App.
1536 Languages.

Learn More