କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 1:8
8 ଭାଇ ଓ ଭଉଣୀମାନେ! ଏସିଆ ଦେଶରେ ଆମ୍ଭେ ଯେଉଁ ଯାତନା ସହିଲୁ ଆମ୍ଭେ ଗ୍ଭହୁଁ ଯେପରି ସେହି ବିଷୟରେ ତୁମ୍ଭେମାନେ ମଧ୍ୟ ଜାଣ। ଆମ୍ଭେମାନେ ଭାରାକ୍ରାନ୍ତ ହୋଇ ପଡ଼ିଲୁ। ଏପରିକି ଏହା ଏତେ ଅଧିକ ଥିଲା ଯେ, ଆମ୍ଭେମାନେ ଜୀବନର ସମସ୍ତ ଆଶା ହରାଇଥିଲୁ। ସେହି ଭାର ଆମ୍ଭମାନଙ୍କର ବହନ କରିବା ଶକ୍ତିଠାରୁ ଅଧିକ ଥିଲା।
Oriya - 1997 Edition Bible
brought to you by
© 1997 World Bible Translation Center
Get the App!
Download the FREE Bible.is app for your iPhone, iPad, or Android device.
View in theApp Store