ଯାକୁବଙ୍କ ପତ୍ର 2:11

11ପରମେଶ୍ୱର କହିଛନ୍ତି, “ବ୍ୟଭିଗ୍ଭରର ପାପ କର ନାହିଁ।” ସେହି ପରମେଶ୍ୱର ପୁନଃ କହିଛନ୍ତି, “ହତ୍ୟା କର ନାହିଁ।’’ ଅତଏବ, ତୁମ୍ଭେ ଯଦି ବ୍ୟଭିଗ୍ଭର ପାପ କରି ନାହଁ କିନ୍ତୁ ଜଣକୁ ହତ୍ୟା କରିଛ, ତା’ହେଲେ ପରମେଶ୍ୱରଙ୍କ ବ୍ୟବସ୍ଥା ଭାଙ୍ଗିବା ଦୋଷରେ ଦୋଷୀ ହେଲ।

Share this Verse:

FREE!

One App.
1193 Languages.

Learn More