ଯାକୁବଙ୍କ ପତ୍ର 2:13

13ତୁମ୍ଭେ ଅନ୍ୟମାନଙ୍କ ପ୍ରତି ନିଶ୍ଚୟ ଦୟା ଦେଖାଇବା ଉଚିତ୍। ଯଦି ତୁମ୍ଭେ ଦୟା ନ ଦେଖାଇବ, ତା’ହେଲେ ପରମେଶ୍ୱର ବିଗ୍ଭର କଲାବେଳେ ତୁମ୍ଭ ପ୍ରତି ମଧ୍ୟ ସେ ଦୟା ଦେଖାଇବେ ନାହିଁ। କିନ୍ତୁ ଅନ୍ୟମାନଙ୍କୁ ଦୟା ଦେଖାଇଥିବା ବ୍ୟକ୍ତି ତାହାର ବିଗ୍ଭର ହେଲାବେଳେ ନିର୍ଭୟରେ ଠିଆ ହେବ।

Share this Verse:

FREE!

One App.
1568 Languages.

Learn More