ଯାକୁବଙ୍କ ପତ୍ର 2:16

16ଏବଂ ତୁମ୍ଭେ ତାହାକୁ କହୁଛ, “ପରମେଶ୍ୱର ତୁମ୍ଭ ସହିତ ଥାଆନ୍ତୁ! ତୁମ୍ଭେ ଉଷ୍ମ ରୁହ ଓ ଖାଇବାକୁ ପ୍ରଚୁର ପାଅ।” ତୁମ୍ଭେ ଏଗୁଡ଼ିକ ବିଷୟରେ ଖାଲି କହୁଛ, କିନ୍ତୁ ତାହାର ଆବଶ୍ୟକ ଥିବା ଜିନିଷ ତାହାକୁ ଦେଉ ନାହଁ। ଯଦି ତୁମ୍ଭେ ତାହାକୁ ସାହାଯ୍ୟ କରୁ ନାହଁ, ତାହାହେଲେ ତୁମ୍ଭର କଥାଗୁଡ଼ିକ ସମ୍ପୂର୍ଣ୍ଣ ମୂଲ୍ୟହୀନ ଅଟେ।

Share this Verse:

FREE!

One App.
997 Languages.

Learn More