ଯାକୁବଙ୍କ ପତ୍ର 2:25
25 ଆଉ ଗୋଟିଏ ଉଦାହରଣ ହେଉଛି, ରାହାବ। ସେ ଜଣେ ବେଶ୍ୟା ଥିଲା। କିନ୍ତୁ ସେ ନିଜ କର୍ମଗୁଡ଼ିକ କାରଣରୁ ପରମେଶ୍ୱରଙ୍କ ନିକଟରେ ଧାର୍ମିକା ହେଲା। ସେ ପରମେଶ୍ୱରଙ୍କ ଗୁପ୍ତଚରମାନଙ୍କୁ ସାହାଯ୍ୟ କଲା ଓ ସେମାନଙ୍କୁ ନିଜ ଘରେ ସ୍ୱାଗତ କଲା ଓ ଅନ୍ୟ ବାଟଦେଇ ସେମାନଙ୍କୁ ପଳାୟନ କରିବାରେ ସାହାଯ୍ୟ କଲା।
Oriya - 1997 Edition Bible
brought to you by
© 1997 World Bible Translation Center
Get the App!
Download the FREE Bible.is app for your iPhone, iPad, or Android device.
View in theApp Store