ଯାକୁବଙ୍କ ପତ୍ର 2:5

5ମୋ’ ପ୍ରିୟ ଭାଇ ଓ ଭଉଣୀମାନେ, ଶୁଣ! ପରମେଶ୍ୱର ବିଶ୍ୱାସରେ ଧନୀ ହେବା ପାଇଁ ପୃଥିବୀର ଗରିବ ଲୋକମାନଙ୍କୁ ବାଛିଛନ୍ତି। ଯେଉଁମାନେ ପରମେଶ୍ୱରଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ସେ ଯେଉଁ ରାଜ୍ୟ ଦେବା ପାଇଁ ପ୍ରତିଜ୍ଞା କରିଥଇଲେ, ସେଥିପାଇଁ ସେମାନଙ୍କୁ ବାଛିଛନ୍ତି।

Share this Verse:

FREE!

One App.
1002 Languages.

Learn More