ଯାକୁବଙ୍କ ପତ୍ର 2:8
8 ଗୋଟିଏ ନିୟମ, ଅନ୍ୟ ସମସ୍ତ ନିୟମଗୁଡ଼ିକର ଉପରେ ଆଧିପତ୍ୟ କରେ। ଶାସ୍ତ୍ରରେ ଏହି ରାଜକୀୟ ନିୟମଟି ମିଳେ: “ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।” ଯଦି ତୁମ୍ଭେ ଏହି ନିୟମ ପାଳନ କରୁଛ, ତା’ହେଲେ ତୁମ୍ଭେ ଠିକ୍ କରୁଛ।
Oriya - 1997 Edition Bible
brought to you by
© 1997 World Bible Translation Center
Get the App!
Download the FREE Bible.is app for your iPhone, iPad, or Android device.
View in theApp Store