ମାଥିଉ ଲିଖିତ ସୁସମାଗ୍ଭର 1:18
18 ଯୀଶୁ ଖ୍ରୀଷ୍ଟଙ୍କ ମା ଥିଲେ ମରିୟମ। ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମ ଏହିଭଳି ହୋଇଥିଲା। ମରିୟମଙ୍କର ଯୋଷେଫଙ୍କ ସହିତ ବିବାହ ସ୍ଥିର ହୋଇଥିଲା। କିନ୍ତୁ ବିବାହ ପୂର୍ବରୁ ଜଣା ପଡ଼ିଲା ଯେ, ମରିୟମ ପବିତ୍ରଆତ୍ମାଙ୍କ ଶକ୍ତି ବଳରେ ଗର୍ଭବତୀ ହୋଇଛନ୍ତି।
Oriya - 1997 Edition Bible
brought to you by
© 1997 World Bible Translation Center
Get the App!
Download the FREE Bible.is app for your iPhone, iPad, or Android device.
View in theApp Store