ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 8:12

12ଯେତେବେଳେ ଚତୁର୍ଥ ଦୂତ ତୂରୀ ବଜାଇଲେ, ଏକତୃତୀୟାଂଶ ସୂର୍ଯ୍ୟ, ଏକତୃତୀୟାଂଶ ଚନ୍ଦ୍ର ଓ ଏକତୃତୀୟାଂଶ ନକ୍ଷତ୍ରଗୁଡ଼ିକ ଆଘାତ ପାଇଲେ। ତେଣୁ ସେମାନଙ୍କ ମଧ୍ୟରୁ ଏକ ତୃତୀୟାଂଶ ଅନ୍ଧକାରମୟ ହୋଇଗଲା। ଦିନ ଓ ରାତ୍ରିର ଏକ ତୃତୀୟାଂଶ ଆଲୋକବିହୀନ ହେଲା।

Share this Verse:

FREE!

One App.
1536 Languages.

Learn More