ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 8:13
13 ମୁଁ ସେତେବେଳେ ଗୋଟିଏ ଉତ୍କ୍ରୋଶ ପକ୍ଷୀକୁ ଆକାଶର ଉପରଭାଗରେ ଉଡ଼ୁଥିବାର ଦେଖିଲି, ସେ ଖୁବ୍ ଜୋର୍ରେ କହିଲା, “ହାୟ, ହାୟ! ପୃଥିବୀ ନିବାସୀମାନଙ୍କ ଉପରେ ଭୟଙ୍କର କ୍ଳେଶ ଆସୁଅଛି। କାରଣ ଆହୁରି ତିନି ଜଣ ଦୂତ ତୂରୀ ବଜାଇବାକୁ ଯାଉଅଛନ୍ତି।”
Oriya - 1997 Edition Bible
brought to you by
© 1997 World Bible Translation Center
Get the App!
Download the FREE Bible.is app for your iPhone, iPad, or Android device.
View in theApp Store