ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 8:3

3ଆଉ ଜଣେ ଦୂତ ଆସି ବେଦୀ ପାଖରେ ଠିଆ ହେଲେ। ପରମେଶ୍ୱରଙ୍କର ପବିତ୍ର ଲୋକମାନଙ୍କର ପ୍ରାର୍ଥନା ସହିତ ପ୍ରଚୁର ସୁଗନ୍ଧି ଧୂପ, ସୁନାର ବଳିବେଦୀ ଉପରେ ଅର୍ପଣ କରିବା ନିମନ୍ତେ ତାହାଙ୍କ ହାତରେ ଗୋଟିଏ ସୁନାର ଧୂପଦାନୀ ଥିଲା।

Share this Verse:

FREE!

One App.
1653 Languages.

Learn More