ରୋମୀୟଙ୍କ ପ୍ରତି ପତ୍ର 10:14

14କିନ୍ତ ଲୋକେ ବିଶ୍ୱାସ କଲା ପରେ ହିଁ ପ୍ରଭୁଙ୍କୁ ସାହାଯ୍ୟ ପାଇଁ ଡାକି ପାରିବେ। ତାହାଙ୍କ ବିଷୟରେ ଶୁଣି ସାରିଲା ପରେ ହିଁ, ଲୋକେ ତାହାଙ୍କ ବିଷୟରେ ବିଶ୍ୱାସ କରି ପାରିବେ। କିଏ ଜଣେ ସେମାନଙ୍କୁ କହିଲା ପରେ ହିଁ ଲୋକେ ତାହାଙ୍କ ବିଷୟରେ ଶୁଣି ପାରିବେ।

Share this Verse:

FREE!

One App.
1218 Languages.

Learn More